Jeremiah 48:33 — Compare Translations
5 translations compared side by side
Odia - 1840
"ମାୟୋବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହାଇେଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ଯ କରିଅଛି। ଆଉ ଆଗକୁ କହେି ଆନନ୍ଦ ଉଲ୍ଲାସ ରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ବନି ଲୋପ କାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ତସବୁ ଦ୍ରାକ୍ଷାରସଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହୋଇଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ୟ କରିଅଛି। ଆଉ ଆଗକୁ କେହି ଆନନ୍ଦ ଉଲ୍ଲାସରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ୱନି ଲୋପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।