Jeremiah 48:35 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ମାଯାେବର ଉଚ୍ଚସ୍ଥଳୀ ରେ ବଳିଦାନକାରୀଙ୍କୁ ଓ ଆପଣା ଦବଗେଣ ଉଦ୍ଦେଶ୍ଯ ରେ ଧୂପଦାନକାରୀଙ୍କୁ ଲୋପ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବର ଉଚ୍ଚସ୍ଥଳୀରେ ବଳିଦାନକାରୀଙ୍କୁ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାନକାରୀଙ୍କୁ ଲୋପ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।