Jeremiah 48:36 — Compare Translations
5 translations compared side by side
Odia - 1840
"ଆମ୍ଭର ହୃଦଯ ମାୟୋବ ପାଇଁ ଦୁଃଖିତ ଓ ତା' ପାଇଁ ଆମ୍ଭ ହୃଦଯ ମୃତ୍ଯୁକାଳୀନ ବଂଶୀବାଦନ ପରି ବାଜୁ ଅଛି। ଆଉ ମଧ୍ଯ କୀର୍ହ ରେସର ଲୋକମାନଙ୍କ ପାଇଁ ଆମ୍ଭର ହୃଦଯ ବଂଶୀପରି ବାଜୁ ଅଛି। କାରଣ ସମାନଙ୍କେର ଧନ ସଦସବୁ ଅପହରଣ କରାୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ହୃଦୟ ମୋୟାବ ପାଇଁ ଦୁଃଖିତ ଓ ତା’ ପାଇଁ ଆମ୍ଭ ହୃଦୟ ମୃତ୍ୟୁକାଳୀନ ବଂଶୀବାଦନ ପରି ବାଜୁ ଅଛି। ଆଉ ମଧ୍ୟ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀପରି ବାଜୁ ଅଛି। କାରଣ ସେମାନଙ୍କର ଧନ ସମ୍ପଦସବୁ ଅପହରଣ କରାଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।