Jeremiah 48:37 — Compare Translations
5 translations compared side by side
Odia - 1840
"ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହାଇେଛନ୍ତି। ପ୍ରେତ୍ୟକକଙ୍କର ହାତ କାଟି ରକ୍ତାକ୍ତ ହାଇେଅଛି ଓ ପ୍ରେତ୍ୟକକ କଟୀଦେଶ ରେ ଚଟବସ୍ତ୍ର ପରିଧାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହୋଇଛନ୍ତି। ପ୍ରତ୍ୟେକଙ୍କର ହାତ କାଟି ରକ୍ତାକ୍ତ ହୋଇଅଛି ଓ ପ୍ରତ୍ୟେକ କଟିଦେଶରେ ଚଟବସ୍ତ୍ର ପରିଧାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।”