Jeremiah 48:38 — Compare Translations
5 translations compared side by side
Odia - 1840
"ମାଯାେବର ସମସ୍ତ ଗୃହର ଛାତ ଉପ ରେ ଓ ତାହାର ସମସ୍ତ ଜନ ପଥରେ ମୃତ୍ଯୁର ଶାେକ ବ୍ଯାପି ୟାଇଛି। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମାୟୋବକୁ ଏକ କଣା ତୁମ୍ଭ ସଦୃଶ ଭଗ୍ନ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ସମସ୍ତ ଗୃହର ଛାତ ଉପରେ ଓ ତାହାର ସମସ୍ତ ଜନ ପଥରେ ମୃତ୍ୟୁର ଶୋକ ବ୍ୟାପି ଯାଇଛି।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଏକ କଣା ତୁମ୍ଭ ସଦୃଶ ଭଗ୍ନ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।