Jeremiah 48:39 — Compare Translations
5 translations compared side by side
Odia - 1840
"ମାଯାେବ ଭଗ୍ନ ହାଇେଅଛି, ତା'ର ଲୋକମାନେ କ୍ରନ୍ଦନ କରୁଛନ୍ତି, ମାଯାେବ ଲଜ୍ଜିତ ହାଇେଅଛି ଓ ଲୋକମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତିଣ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋୟାବ ଭଗ୍ନ ହୋଇଅଛି, ତା’ର ଲୋକମାନେ କ୍ରନ୍ଦନ କରୁଛନ୍ତି, ମୋୟାବ ଲଜ୍ଜିତ ହୋଇଅଛି ଓ ଲୋକମାନଙ୍କର ହାସ୍ୟାସ୍ପଦର ପାତ୍ର ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।”