Jeremiah 48:4 — Compare Translations
5 translations compared side by side
Odia - 1840
"ମାୟୋବ ଧ୍ବଂସ ପାଇବ ଓ ତାହାର େଛାଟ ପିଲାମାନେ ସାହାୟ୍ଯ ପାଇଁ କ୍ରନ୍ଦନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଧ୍ୱଂସ ପାଇବ ଓ ତାହାର ଛୋଟ ପିଲାମାନେ ସାହାଯ୍ୟ ପାଇଁ କ୍ରନ୍ଦନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।