Jeremiah 48:40 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମଧ୍ଯ କହନ୍ତି, ଦେଖ, ଏକ ଉତ୍କ୍ରୋଶ ପକ୍ଷୀ ପରି ତୀବ୍ର ଗତି ରେ ତଳକୁ ଖସିବ ଏବଂ ମାୟୋବ ବିରୁଦ୍ଧ ରେ ତା'ର ପକ୍ଷ ବିସ୍ତାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ଵୟ ବିସ୍ତାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମଧ୍ୟ କହନ୍ତି, “ଦେଖ, ଏକ ଉତ୍କ୍ରୋଶପକ୍ଷୀ ପରି ତୀବ୍ର ଗତିରେ ତଳକୁ ଖସିବ ଏବଂ ମୋୟାବ ବିରୁଦ୍ଧରେ ତା’ର ପକ୍ଷ ବିସ୍ତାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।”