Jeremiah 48:41 — Compare Translations

5 translations compared side by side

Odia - 1840
"ମାୟୋବ ଅଧିକୃତ ହବେ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହବେ। ଆଉ ସେତବେେଳେ ମାୟୋବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବଦନୋଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କରୀୟୋତ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରା; ହେଲା, ଆଉ ସେଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ଅଧିକୃତ ହେବ, ତା’ର ଦୃଢ଼ ଦୁର୍ଗସବୁ ହସ୍ତଗତ ହେବ। ଆଉ ସେତେବେଳେ ମୋୟାବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।