Jeremiah 48:43 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ହେ ମାୟୋବ ନିବାସୀଗଣ ତୁମ୍ଭମାନଙ୍କ ପାଇଁ ଡ୍ରାସ, ଖାତ ଓ ଫାନ୍ଦ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀଗଣ ତୁମ୍ଭମାନଙ୍କ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।