Jeremiah 48:44 — Compare Translations

5 translations compared side by side

Odia - 1840
"ଯେତବେେଳେ ଲୋକମାନେ ଭୟ ରେ ଦୌଡ଼ିବେ, ସମାନେେ ଖାତ ଭିତ ରେ ପଡ଼ିବେ ଏବଂ ଯେତବେେଳେ ସମାନେେ ଖାତରୁ ବାହାରକୁ ପଡ଼ିବେ, ସମାନେେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମାୟୋବ ଉପ ରେ ଶାସ୍ତିର ବର୍ଷ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଭୟରେ ଦୌଡ଼ିବେ, ସେମାନେ ଖାତ ଭିତରେ ପଡ଼ିବେ ଏବଂ ଯେତେବେଳେ ସେମାନେ ଖାତରୁ ବାହାରକୁ ପଡ଼ିବେ, ସେମାନେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମୋୟାବ ଉପରେ ଶାସ୍ତିର ବର୍ଷ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।”