Jeremiah 48:45 — Compare Translations
5 translations compared side by side
Odia - 1840
" ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁମାନେ ପଳାଇଯାଇ ଶକ୍ତିଶାଳୀ ହିଶ୍ବୋନ୍ରେ ଆଶ୍ରୟ ନେବେ ସେମାନେ ମଧ୍ୟ ରକ୍ଷା ପାଇବେ ନାହିଁ। କାରଣ ହିଶ୍ବୋନ୍ରୁ ଓ ସୀହୋନରୁ ଅଗ୍ନି ନିର୍ଗତ ହୋଇ ମୋୟାବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଷ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।