Jeremiah 48:46 — Compare Translations
5 translations compared side by side
Odia - 1840
"ହେ ମାୟୋବ, ତୁମ୍ଭକୁ ଧିକ୍, କମାେଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ଯାମାନେ ବନ୍ଦୀ ହାଇେ ବନ୍ଦୀତ୍ବ ସ୍ଥାନକୁ ନୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ନୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋୟାବ, ତୁମ୍ଭକୁ ଧିକ୍, କମୋଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ୟାମାନେ ବନ୍ଦୀ ହୋଇ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।