Jeremiah 48:5 — Compare Translations
5 translations compared side by side
Odia - 1840
"କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେ ହତେୁ ହୋରୋନଯିମର ଗଡ଼ାଣି ପଥରେ ସମାନେେ ବିନାଶ ହତେୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।