Jeremiah 48:6 — Compare Translations

5 translations compared side by side

Odia - 1840
"ପଳାଯନ କର। ପଳାଇ ୟାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ଯ ଉଡ଼ିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ପଳାୟନ କର! ପଳାଇ ଯାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ଉଡ଼ିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।