Jeremiah 48:7 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଜ କର୍ମ ରେ ଓ ଧନ ସତ୍ତି ରେ ନିର୍ଭର କରିଅଛ। ଏଣୁ ତୁମ୍ଭମାନେେ ଧରାୟିବ। ଆଉ କମାେଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହାଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଜ କର୍ମରେ ଓ ଧନ ସମ୍ପତ୍ତିରେ ନିର୍ଭର କରିଅଛ। ଏଣୁ ତୁମ୍ଭେମାନେ ଧରାଯିବ। ଆଉ କମୋଶ ତା’ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।