Jeremiah 48:8 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ନଗର ଉପ ରେ ବିନାଶକ ଆସିବ। କୌଣସି ଗୋଟିଏ ନଗର ରକ୍ଷା ପାଇବ ନାହିଁ। ତଳଭୂମି ବିନଷ୍ଟ ହବେ ଓ ଉଚ୍ଚଭୂମି ଧ୍ବଂସ ପାଇବ। ସଦାପ୍ରଭୁ କହନ୍ତି ଏହା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ। କୌଣସି ଗୋଟିଏ ନଗର ରକ୍ଷା ପାଇବ ନାହିଁ। ତଳଭୂମି ବିନଷ୍ଟ ହେବ ଓ ଉଚ୍ଚଭୂମି ଧ୍ୱଂସ ପାଇବ। ସଦାପ୍ରଭୁ କହନ୍ତି ଏହା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।