Jeremiah 48:9 — Compare Translations
5 translations compared side by side
Odia - 1840
"ମାୟୋବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ବଂସ ପାଇବ ଓ ତା' ମଧିଅରେ କହେି ବାସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ଵଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ୱଂସ ପାଇବ ଓ ତା’ ମଧ୍ୟରେ କେହି ବାସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।