Jeremiah 49:1 — Compare Translations
5 translations compared side by side
Odia - 1840
"ଅମ୍ ନୋନ ସନ୍ତାନଗଣ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ହେ ଅମ୍ ନୋନୀଯ ସନ୍ତାନଗଣ, ତୁମ୍ଭମାନେେ କ'ଣ ଭାବୁଛ ଇଶ୍ରାୟେଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ'ଣ କହେି ନାହାଁନ୍ତି? ତବେେ ମିଲକମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହ ରେ ବାସ କରୁଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ମୋନ-ସନ୍ତାନଗଣର ବିଷୟ । ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନ ବିଷୟରେ ଏକ ବାର୍ତ୍ତା ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?”