Jeremiah 49:10 — Compare Translations
5 translations compared side by side
Odia - 1840
"କିନ୍ତୁ ଆମ୍ଭ ସକାେଶ ଏଷୌକୁ ଶୂନ୍ଯ କଲୁ ଏବଂ ତା'ର ଗୁପ୍ତସ୍ଥାନ ସବୁ ପ୍ରକାଶକୁ ଆଣିଲୁ। ସେ ଆପଣାକୁ ଲୁଚାଇ ରଖିପାରିବ ନାହିଁ। ତା'ର ସନ୍ତାନଗଣ ବିନଷ୍ଟ ହବେେ ଏବଂ ଭ୍ରାତୃଗଣ ଓ ତାହାର ପ୍ରତିବେଶୀଗଣ ସଠାେ ରେ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭ ସକାଶେ ଏଷୌକୁ ଶୂନ୍ୟ କଲୁ ଏବଂ ତା’ର ଗୁପ୍ତସ୍ଥାନ ସବୁ ପ୍ରକାଶକୁ ଆଣିଲୁ। ସେ ଆପଣାକୁ ଲୁଗ୍ଭଇ ରଖିପାରିବ ନାହିଁ। ତା’ର ସନ୍ତାନଗଣ ବିନଷ୍ଟ ହେବେ ଏବଂ ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ସେଠାରେ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନ ସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।