Jeremiah 49:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅନାଥମାନଙ୍କ ବିଷଯ ରେ ବ୍ଯସ୍ତ ହୁଅ ନାହିଁ। ଆମ୍ଭେ ସମାନଙ୍କେୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପ ରେ ନିର୍ଭର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନାଥମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଆମ୍ଭେ ସେମାନଙ୍କୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପରେ ନିର୍ଭର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।”