Jeremiah 49:12 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନଙ୍କର ସହେି ପାତ୍ର ରେ ପାନ କରିବାର ନାହିଁ, ସମାନେେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ଯ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହବେ। ତୁମ୍ଭେ ଦଣ୍ଡରୁ କବେେ ରକ୍ଷା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”