Jeremiah 49:13 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମ ରେ ଶପଥ କରିଅଛୁ, ବସ୍ରା ଧ୍ବଂସ ପାଇବ। ସହେି ନଗର ଏକ ପ୍ରସ୍ତର ଗଦା ରେ ପରିଣତ ହବେ। ତାହା ଅନ୍ୟ ଦୃଷ୍ଟି ରେ ବିସ୍ମଯ ଓ ନିନ୍ଦାର ପାତ୍ର ହବେ। ସହେି ନଗରଗୁଡ଼ିକ ଚିରକାଳ ଧ୍ବଂସସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ, ବସ୍ରା ଧ୍ୱଂସ ପାଇବ। ସେହି ନଗର ଏକ ପ୍ରସ୍ତର ଗଦାରେ ପରିଣତ ହେବ। ତାହା ଅନ୍ୟ ଦୃଷ୍ଟିରେ ବିସ୍ମୟ ଓ ନିନ୍ଦାର ପାତ୍ର ହେବ। ସେହି ନଗରଗୁଡ଼ିକ ଚିରକାଳ ଧ୍ୱଂସସ୍ଥାନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”