Jeremiah 49:14 — Compare Translations

5 translations compared side by side

Odia - 1840
"ମୁଁ ସାଦପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି; ପୁଣି ଗୋଷ୍ଠୀଗଣ ମଧିଅରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ ରରେିତ ହାଇେଅଛି। ଯଥା: ତୁମ୍ଭେ ଏକତ୍ରୀତ ହାଇେ ତାହା ବିରୁଦ୍ଧ ରେ ଆସ, ଇଦୋମ ବିରୁଦ୍ଧ ରେ ୟୁଦ୍ଧ ପାଇଁ ଅଗ୍ରସର ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କଠାରୁ ସମ୍ଵାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି; ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି। ଯଥା: “ତୁମ୍ଭେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ, ଇଦୋମ ବିରୁଦ୍ଧରେ ଯୁଦ୍ଧ ପାଇଁ ଅଗ୍ରସର ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।