Jeremiah 49:15 — Compare Translations

5 translations compared side by side

Odia - 1840
"ଆଉ ଦେଖ, ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ମଧିଅରେ କ୍ଷୁଦ୍ର ଓ ମନୁଷ୍ଯମାନଙ୍କ ମଧିଅରେ ଘୃଣା ଯୋଗ୍ଯ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଦେଖ, ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ମଧ୍ୟରେ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଘୃଣାଯୋଗ୍ୟ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।