Jeremiah 49:16 — Compare Translations

5 translations compared side by side

Odia - 1840
"ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧିଅରେ ନିଜକୁ ମହାନ୍ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧିଅରେ ଓ ଉଚ୍ଚ ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶ ପକ୍ଷୀପରି ଉଚ୍ଚ ସ୍ଥାନ ରେ ବାସ କଲେ ମଧ୍ଯ ମୁଁ ତୁମ୍ଭକୁ ସଠାରୁେ ତଳକୁ ଓହ୍ଲାଇ ଆଣିବି। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ଶୈଳଛିଦ୍ରନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ଵିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧ୍ୟରେ ନିଜକୁ ମହାନ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧ୍ୟରେ ଓ ଉଚ୍ଚ ସ୍ଥାନରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶପକ୍ଷୀ ପରି ଉଚ୍ଚ ସ୍ଥାନରେ ବାସ କଲେ ମଧ୍ୟ ମୁଁ ତୁମ୍ଭକୁ ସେଠାରୁ ତଳକୁ ଓହ୍ଲାଇ ଆଣିବି।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।