Jeremiah 49:17 — Compare Translations
5 translations compared side by side
Odia - 1840
"ଇଦୋମ ଧ୍ବଂସ ହବେ ଓ ଅନ୍ୟମାନଙ୍କ ନିକଟରେ ବିସ୍ମଯର ପାତ୍ର ହବେ। ତାହା ନିକଟ ଦଇେ ଗମନକାରୀ ବିସ୍ମିତ ହବେେ ଓ ତା'ର ଦୂରାବସ୍ଥା ଦେଖି ଶୀସ୍ ଶବ୍ଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ତ ସକାଶୁ ଶୀସ୍ ଶଦ୍ଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଇଦୋମ ଧ୍ୱଂସ ହେବ ଓ ଅନ୍ୟମାନଙ୍କ ନିକଟରେ ବିସ୍ମୟର ପାତ୍ର ହେବ। ତାହା ନିକଟ ଦେଇ ଗମନକାରୀ ବିସ୍ମିତ ହେବେ ଓ ତା’ର ଦୂରାବସ୍ଥା ଦେଖି ଶୀସ୍ ଶବ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।