Jeremiah 49:18 — Compare Translations
5 translations compared side by side
Odia - 1840
"ସଦୋମ ଓ ହ ମାରୋର ଏବଂ ନିକଟସ୍ଥ ନଗରୀ ଉତ୍ପାଟିତ ହେଲାପରି ତୁମ୍ଭର ମଧ୍ଯ ହବେ। କୌଣସି ଲୋକ ସଠାେ ରେ ବାସ କରିବ ନାହିଁ କିଅବା କୌଣସି ଶିଶୁ ସଠାେ ରେ ଜନ୍ମ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହର ନ୍ୟାୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦୋମ ଓ ହମୋରାର ଏବଂ ନିକଟସ୍ଥ ନଗରୀ ଉତ୍ପାଟିତ ହେଲାପରି ତୁମ୍ଭର ମଧ୍ୟ ହେବ। କୌଣସି ଲୋକ ସେଠାରେ ବାସ କରିବ ନାହିଁ କିଅବା କୌଣସି ଶିଶୁ ସେଠାରେ ଜନ୍ମ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।