Jeremiah 49:19 — Compare Translations
5 translations compared side by side
Odia - 1840
"ଏବଂ ୟର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାଯୀ ଚାରଣ ଭୂମିରେ ଥିବା ସହେିମାନଙ୍କୁ ଦୂରକରି ଦବୋ ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସମାନଙ୍କେ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପ ରେ ଶାସନ କରିବା ପାଇଁ ଆମ୍ଭେ ନିୟୁକ୍ତ କରିବା। କାରଣ ମାେ ପରି କିଏ ଅଛି? ଏପରି ପାଳକ କହେି ଅଛି, ୟିଏ କି ଆମ୍ଭ ସମ୍ମୁଖ ରେ ଠିଆ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଦୂର କରି ଦେବା ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସେମାନଙ୍କ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପରେ ଶାସନ କରିବା ପାଇଁ ଆମ୍ଭେ ନିଯୁକ୍ତ କରିବା। କାରଣ ମୋ’ ପରି କିଏ ଅଛି? ଏପରି ପାଳକ କେହି ଅଛି, ଯିଏ କି ଆମ୍ଭ ସମ୍ମୁଖରେ ଠିଆ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)