Jeremiah 49:20 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧ ରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚଯ ସମାନଙ୍କେୁ ଓ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ଯାହା ଘଟିଗଲା ପ୍ରେତ୍ୟକକ ବ୍ଯକ୍ତି ସେଥି ରେ ଚକିତ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ: ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚୟ ସେମାନଙ୍କୁ ଓ ପଲର ଛୁଆମାନଙ୍କୁ ଟାଣି ନେଇଯିବେ। ଯାହା ଘଟିଗଲା ପ୍ରତ୍ୟେକ ବ୍ୟକ୍ତି ସେଥିରେ ଚକିତ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)