Jeremiah 49:21 — Compare Translations
5 translations compared side by side
Odia - 1840
"ଇଦୋମର ପତନ ଶବ୍ଦ ରେ ପୃଥିବୀ କମ୍ପିତ ହେଉଅଛି। ସମାନଙ୍କେର କ୍ରନ୍ଦନ ଶବ୍ଦ ଲୋହିତ ସାଗର ପର୍ୟ୍ଯନ୍ତ ଶୁଣାଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପତନ ଶଦ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶଦ୍ଦ ଶୁଣାଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମର ପତନ ଶବ୍ଦରେ ପୃଥିବୀ କମ୍ପିତ ହେଉଅଛି। ସେମାନଙ୍କର କ୍ରନ୍ଦନ ଶବ୍ଦ ଲୋହିତ ସାଗର ପର୍ଯ୍ୟନ୍ତ ଶୁଣାଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣାଯାଉଅଛି।