Jeremiah 49:22 — Compare Translations

5 translations compared side by side

Odia - 1840
"ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପ ରେ ଆପଣା ପକ୍ଷ ବିସ୍ତାର କରିବ। ସେତବେେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହବେେ ଓ ପ୍ରସବକାଳୀନ ବଦନୋଗ୍ରସ୍ତା ସ୍ତ୍ରୀ ପରି ୟନ୍ତ୍ରଣା ରେ କ୍ରନ୍ଦନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ। ସେତେବେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହେବେ ଓ ପ୍ରସବକାଳୀନ ବେଦନାଗ୍ରସ୍ତା ସ୍ତ୍ରୀ ପରି ଯନ୍ତ୍ରଣାରେ କ୍ରନ୍ଦନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”