Jeremiah 49:23 — Compare Translations

5 translations compared side by side

Odia - 1840
"ଦମ୍ମେଶକ ପାଇଁ ଏହି ବାର୍ତ୍ତା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାମାସ୍କସ୍ର ବିଷୟ । ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦମ୍ମେଶକ ବିଷୟରେ ଏକ ବାର୍ତ୍ତା ଦମ୍ମେଶକ ପାଇଁ ଏହି ବାର୍ତ୍ତା, “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି। ସେମାନେ ନିରୁତ୍ସାହିତ ହୋଇଅଛନ୍ତି, ସେମାନେ ସମୁଦ୍ରପରି ଅସ୍ଥିର, ସେମାନେ ନୀରବ ରହି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।