Jeremiah 49:24 — Compare Translations
5 translations compared side by side
Odia - 1840
"ଦମ୍ମେଶକ ଦୁର୍ବଳ ହାଇେଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଛି। ସମାନଙ୍କେୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବଦନୋଗ୍ରସ୍ତ ସ୍ତ୍ରୀ ପରି ସମାନେେ ଦୁଃଖ ଓ ୟନ୍ତ୍ରଣା ଅନୁଭବ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାମାସ୍କସ୍ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରା; କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦମ୍ମେଶକ ଦୁର୍ବଳ ହୋଇଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଅଛି। ସେମାନଙ୍କୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବେଦନାଗ୍ରସ୍ତ ସ୍ତ୍ରୀ ପରି ସେମାନେ ଦୁଃଖ ଓ ଯନ୍ତ୍ରଣା ଅନୁଭବ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
Odia IRV 2017 (ଓଡିଆ ବାଇବେଲ)
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।