Jeremiah 49:25 — Compare Translations

5 translations compared side by side

Odia - 1840
"ସୁଖମଯ ଓ 'ଆନନ୍ଦଦାୟକ' ଦମ୍ମେଶକ ନଗର କିପରି ପରିତ୍ଯକ୍ତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କିପାଁ ପରିତ୍ୟକ୍ତ ହୋଇ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“ସୁଖମୟ ଓ ‘ଆନନ୍ଦଦାୟକ’ ଦମ୍ମେଶକ ନଗର କିପରି ପରିତ୍ୟକ୍ତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?”