Jeremiah 49:26 — Compare Translations
5 translations compared side by side
Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ସହେି ସମୟରେ ତାହାର ୟୁବକଗଣ ତାହାର ଛକରେ ମୃତ ହାଇେ ପତିତ ହବେେ। ଆଉ ସମସ୍ତ ଯୋଦ୍ଧା ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ତରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସମୟରେ ତାହାର ଯୁବକଗଣ ତାହାର ଛକରେ ମୃତ ହୋଇ ପତିତ ହେବେ। ଆଉ ସମସ୍ତ ଯୋଦ୍ଧା ମୃତ୍ୟୁବରଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, “ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।