Jeremiah 49:27 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଦମ୍ମେଶକର ପ୍ରାଚୀର ରେ ଅଗ୍ନି ଲଗାଇବା ଓ ତାହା ବିନ୍ହଦର ସୁଦୃଢ଼ ଅଟ୍ଟାଳିକାସବୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଦାମାସ୍କସ୍ର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦର ଅଟ୍ଟାଳିକାସବୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା ଓ ତାହା ବି‌‌‌ନ୍‌‌‌ହଦର ସୁଦୃଢ଼ ଅଟ୍ଟାଳିକାସବୁ ଗ୍ରାସ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”