Jeremiah 49:28 — Compare Translations
5 translations compared side by side
Odia - 1840
"ବାବିଲର ରାଜା ନବୁଖଦନିତ୍ସର ଦ୍ବାରା ପରାଜିତ କଦେଶର ଓ ହାତ୍ସୋରର ରାଜା ସମୂହ ବିଷଯ ରେ ଏହି ବାର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ନବୂଖଦ୍ନିତ୍ସର ଦ୍ଵାରା ପରାଜିତ କେଦରର ଓ ହାତ୍ସୋର ରାଜ୍ୟସମୂହର ବିଷୟ । ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ଵ ହରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
କେଦର ଓ ହାତ୍ସୋର ବିଷୟରେ ବାର୍ତ୍ତା ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦରର ଓ ହାତ୍ସୋରର ରାଜା ସମୂହ ବିଷୟରେ ଏହି ବାର୍ତ୍ତା। ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାଅ ଓ କେଦରର ପରିବାରବର୍ଗକୁ ଆକ୍ରମଣ କର। ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
Odia IRV 2017 (ଓଡିଆ ବାଇବେଲ)
ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।