Jeremiah 49:29 — Compare Translations

5 translations compared side by side

Odia - 1840
"ଲୋକମାନେ ସମାନଙ୍କେର ତମ୍ବୁ ଓ ପଶୁପଲକୁ ନଇେଯିବେ। ସମାନଙ୍କେର ୟବନିକା, ସମାନଙ୍କେର ୟାବତୀଯ ପାତ୍ର ଓ ଓଟ ପଲକୁ ସମାନେେ ନିଜ ପାଇଁ ନଇେଯିବେ। ଆଉ ' ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ବୋଲି' ସମାନେେ ଉଚ୍ଚସ୍ବର ରେ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ସେମାନଙ୍କର ତମ୍ଵୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଉଷ୍ଟ୍ରଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି ଉଚ୍ଚ ସ୍ଵରରେ ସେମାନଙ୍କୁ କହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲକୁ ନେଇଯିବେ। ସେମାନଙ୍କର ଯବନିକା, ସେମାନଙ୍କର ଯାବତୀୟ ପାତ୍ର ଓ ଓଟ ପଲକୁ ସେମାନେ ନିଜ ପାଇଁ ନେଇଯିବେ। ଆଉ ‘ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି’ ସେମାନେ ଉଚ୍ଚସ୍ୱରରେ କହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚ ସ୍ୱରରେ ସେମାନଙ୍କୁ କହିବେ।”