Jeremiah 49:3 — Compare Translations
5 translations compared side by side
Odia - 1840
" ହେ ହିଶବୋନ ନିବାସୀଗଣ, ତୁମ୍ଭମାନେେ ଚିତ୍କାର କର। କାରଣ ଅଯ ଧ୍ବଂସ ପାଇଲା। ହେ ରବ୍ବାର କନ୍ଯାଗଣ, ଚିତ୍କାର କର। ଚଟବସ୍ତ୍ର ପରିଧାନ କରି ବିଳାପ କର ଓ ପ୍ରାଚୀର ମଧିଅରେ ଏଣେ ତଣେେ ଦୌଡ଼, କାରଣ ମିଲକମର ଯାଜକଗଣ ଓ ଅଧିପତିଗଣ ଏକତ୍ର ହାଇେ ନିର୍ବାସନକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ହିଶ୍ବୋନ୍, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ହିଶ୍ବୋନ୍ ନିବାସୀଗଣ, ତୁମ୍ଭେମାନେ ଚିତ୍କାର କର। କାରଣ ଅୟ ଧ୍ୱଂସ ପାଇଲା। ହେ ରବ୍ବାର କନ୍ୟାଗଣ, ଚିତ୍କାର କର। ଚଟବସ୍ତ୍ର ପରିଧାନ କରି ବିଳାପ କର ଓ ପ୍ରାଚୀର ମଧ୍ୟରେ ଏଣେ ତେଣେ ଦୌଡ଼, କାରଣ ମିଲ୍କମ୍ର ଯାଜକଗଣ ଓ ଅଧିପତିଗଣ ଏକତ୍ର ହୋଇ ନିର୍ବାସନକୁ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
Odia IRV 2017 (ଓଡିଆ ବାଇବେଲ)
“ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।