Jeremiah 49:30 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀଗଣ, ପଳାଯନ କର। ନିରାପଦ ସ୍ଥାନ ରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖଦନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧ ରେ ମନ୍ତ୍ରଣା କରିଅଛ। ସେ ତୁମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସଂକଳ୍ପ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ହେ ହାତ୍ସୋର ନିବାସୀଗଣ, ପଳାୟନ କର। ନିରାପଦ ସ୍ଥାନରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛ। ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ ପାଇଁ ସଂକଳ୍ପ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।”