Jeremiah 49:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଯେଉଁ ଦେଶ କବାଟ ବିହୀନ ଓ ହୁଡ଼ୁକା ନ ଥିବା ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରୁଛନ୍ତି, ' ସହେିମାନଙ୍କୁ ଆକ୍ରମଣ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଯେଉଁ ଦେଶ କବାଟ ବିହୀନ ଓ ହୁଡ଼ୁକା ନ ଥିବା ସ୍ଥାନରେ ରହି ନିଜକୁ ନିରାପଦ ମନେ କରୁଛନ୍ତି, ସେହିମାନଙ୍କୁ ଆକ୍ରମଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।