Jeremiah 49:32 — Compare Translations

5 translations compared side by side

Odia - 1840
"ଶତ୍ରୁଗଣ ସମାନଙ୍କେର ଓଟଗୁଡ଼ିକୁ ନଇେଯିବେ। ସମାନଙ୍କେର ଅପାର ପଶୁପଲ ଲୁଣ୍ଠିତ ହବେେ। ପୁଣି ଯେଉଁମାନେ ଆପଣା ଆପଣା କେଶର କଣ କାଟନ୍ତି, ସମାନଙ୍କେୁ ଆମ୍ଭେ ଚତୁର୍ଦ୍ଦିଗକୁ ଛିନ୍ନଭିନ୍ନ କରିବା ଓ ସମାନଙ୍କେ ନିକଟକୁ ଚାରିଆଡ଼ୁ ବିପଦ ଆଣିବା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁଗଣ ସେମାନଙ୍କର ଓଟଗୁଡ଼ିକୁ ନେଇଯିବେ। ସେମାନଙ୍କର ଅପାର ପଶୁପଲ ଲୁଣ୍ଠିତ ହେବେ। ପୁଣି ଯେଉଁମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗକୁ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ନିକଟକୁ ଗ୍ଭରିଆଡ଼ୁ ବିପଦ ଆଣିବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା,” ଏହା ସଦାପ୍ରଭୁ କହନ୍ତି।