Jeremiah 49:34 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ସିଦିକିଯର ରାଜତ୍ବର ଆରମ୍ଭ ସମୟରେ ଏଲମ ବିଷଯ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ସିଦିକୀୟର ଅଧିକାରର ଆରମ୍ଭ ସମୟରେ ଏଲମ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏଲମ ବିଷୟରେ ବାର୍ତ୍ତା ଯିହୁଦାର ରାଜା ସିଦିକିୟର ରାଜତ୍ୱର ଆରମ୍ଭ ସମୟରେ ଏଲମ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍‍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,