Jeremiah 49:35 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ଧନୁକୁ ଭାଙ୍ଗି ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏଲମର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ଧନୁକୁ ଭାଙ୍ଗି ପକାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।