Jeremiah 49:36 — Compare Translations

5 translations compared side by side

Odia - 1840
"ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାଯୁକୁ ଏଲମ ବିରୁଦ୍ଧ ରେ ପ୍ରବାହିତ କରାଇବା। ଆଉ ସହେିସବୁ ବାଯୁ ଏଲମକୁ ପୃଥିବୀର ଚାରିଆଡ଼େ ଛିନ୍ନଭିନ୍ନ କରିବ। ପୃଥିବୀର ଏପରି ଦେଶ ନ ଥିବ ଯେଉଁଠାକୁ ଏଲମର ପଳାତକ ୟାଇ ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ ଉପରେ ବହାଇବା ଓ ସେହିସବୁ ବାୟୁଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଗ୍ଭରି ବାୟୁକୁ ଏଲମ ବିରୁଦ୍ଧରେ ପ୍ରବାହିତ କରାଇବା। ଆଉ ସେହିସବୁ ବାୟୁ ଏଲମକୁ ପୃଥିବୀର ଗ୍ଭରିଆଡ଼େ ଛିନ୍ନଭିନ୍ନ କରିବ। ପୃଥିବୀର ଏପରି ଦେଶ ନ ଥିବ ଯେଉଁଠାକୁ ଏଲମର ପଳାତକ ଯାଇ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହିସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।