Jeremiah 49:37 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ଏଲମର ଲୋକମାନଙ୍କୁ ସମାନଙ୍କେର ଶତ୍ରୁଗଣ ସମ୍ମୁଖ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ସମ୍ମୁଖ ରେ ବିନାଶ କରିବା। ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର ପ୍ରଚଣ୍ଡ କୋରଧ ଘଟାଇବା ଓ ସମାନଙ୍କେୁ ନିଃଶଷେ କରିବା ପର୍ୟ୍ଯନ୍ତ ସମାନଙ୍କେ ପଛ ରେ ଏକ ଖଡ୍ଗ ପଠାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ତ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍ଗ ପଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କର ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ସମ୍ମୁଖରେ ବିନାଶ କରିବା।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କ ପଛରେ ଏକ ଖଡ଼୍ଗ ପଠାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”