Jeremiah 49:38 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ ରେ ଆମ୍ଭର ସିଂହାସନ ସ୍ଥାପନ କରିବା ଓ ସେ ସ୍ଥାନରୁ ରାଜାକୁ ଓ ଅଧିପତିମାନଙ୍କୁ ଉଚ୍ଛନ୍ନ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମରେ ଆମ୍ଭର ସିଂହାସନ ସ୍ଥାପନ କରିବା ଓ ସେ ସ୍ଥାନରୁ ରାଜାକୁ ଓ ଅଧିପତିମାନଙ୍କୁ ଉଚ୍ଛିନ୍ନ କରାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।