Jeremiah 49:39 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ଆମ୍ଭେ ଶଷେ କାଳ ରେ ଏଲମକୁ ବନ୍ଦୀତ୍ବାବସ୍ଥାରୁ ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ଏଲମକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।