Jeremiah 49:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସଦ ଉପ ରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭମାନେେ କହୁଅଛ ଆମ୍ଭମାନଙ୍କ ପାଖକୁ କହେି ଆସିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସମ୍ପଦ ଉପରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭେମାନେ କହୁଅଛ ଆମ୍ଭମାନଙ୍କ ପାଖକୁ କେହି ଆସିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
Odia IRV 2017 (ଓଡିଆ ବାଇବେଲ)
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋ’ ନିକଟକୁ କିଏ ଆସିବ?”